Advertisment

ମଞ୍ଜୁର ହେଉନି ଆବେଦନ, ଭୂତ ନେଉଛନ୍ତି ବାର୍ଦ୍ଧକ୍ୟ ଭତ୍ତା

ବାର୍ଦ୍ଧକ୍ୟ ଭତ୍ତାରେ ବ୍ୟାପକ ହେରଫେର। କେଉଁଠି ଆବେଦନ କରି ବର୍ଷେ ବର୍ଷେ ଅପେକ୍ଷା କଲା ପରେ ହିତାଧିକାରୀ ନିରାଶ ତ ଆଉ କେଉଁଠି ବ୍ୟକ୍ତିଙ୍କ ମୃତ୍ୟୁ ପରେ ବି ଉଠୁଛି ଟଙ୍କା। ମାସିକିଆ ସମୀକ୍ଷା କରି ଭୂତ ହିକାଧିକାରୀଙ୍କୁ ତୁରନ୍ତ ତାଲିକାରୁ ବାଦ୍ ଦେବା ଲାଗି ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ସାମାଜିକ ସୁରକ୍ଷା ବିଭାଗ ପ୍ରମୁଖ ସଚିବ.....

author-image
Santosh Kumar Sahoo

ବାର୍ଦ୍ଧକ୍ୟ ଭତ୍ତାରେ ବ୍ୟାପକ ହେରଫେର। କେଉଁଠି ଆବେଦନ କରି ବର୍ଷେ ବର୍ଷେ ଅପେକ୍ଷା କଲା ପରେ ହିତାଧିକାରୀ ନିରାଶ ତ ଆଉ କେଉଁଠି ବ୍ୟକ୍ତିଙ୍କ ମୃତ୍ୟୁ ପରେ ବି ଉଠୁଛି ଟଙ୍କା। ମାସିକିଆ ସମୀକ୍ଷା କରି ଭୂତ ହିକାଧିକାରୀଙ୍କୁ ତୁରନ୍ତ ତାଲିକାରୁ ବାଦ୍ ଦେବା ଲାଗି ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ସାମାଜିକ ସୁରକ୍ଷା ବିଭାଗ ପ୍ରମୁଖ ସଚିବ। ତେଣେ ଡିବିଟି ବ୍ୟବସ୍ଥାରେ ବିଭ୍ରାଟକୁ ନେଇ ଜାତୀୟ ପେନ୍‌ସନ୍‌ ଯୋଜନା ଅର୍ଥ ବି ହିତାଧିକାରୀଙ୍କ ନିକଟରେ ପହଞ୍ଚୁ ନାହିଁ। ତେବେ ଏନେଇ କୌଣସି ପଦକ୍ଷେପ ନିଆଯାଉନଥିବାରୁ ସଚିବ ଉଦବେଗ ପ୍ରକାଶ କରିଛନ୍ତି।

Advertisment
Odisha News Old Age Pension
Advertisment
Advertisment