Tirtol MLA
ପୁଣି ଚର୍ଚ୍ଚାରେ ବିଜେଡି ବିଧାୟକ ବିଜୟ ଶଙ୍କର ଦାସ। ପୂର୍ବତନ ବାନ୍ଧବୀ ସୋମାଲିକା ଦାଶଙ୍କ ସହ ପ୍ରେମ ବିବାଦରୁ ମୁକୁଳି ନଥିବା ବେଳେ ଅନ୍ୟତ୍ର ବିବାହ କରିବାକୁ ଯାଉଛନ୍ତି ବିଜୟଶଙ୍କର। କଟକ ବିବାହ ପଞ୍ଜିକରଣ କାର୍ଯ୍ୟାଳୟରେ ଏନେଇ ସେ ଆବେଦନ କରିଛନ୍ତି। ଆଉ ଖବର ସାମ୍ନାକୁ ଆସିବା ପରେ ପୁଣି ତେଜିଛି ବିବାଦ। ପୂର୍ବତନ ବାନ୍ଧବୀ ସୋମାଲିକା ଏନେଇ ବିବାହ ପଂଜୀକରଣ ଅଧିକାରୀଙ୍କଠାରେ ଅଭିଯୋଗ କରିବେ ବୋଲି କହିବା ସହ, ଥାନା ଓ କୋର୍ଟରେ ମାମଲା ସତ୍ତ୍ୱେ ପଦବୀ ଓ ପାୱାର ପାଇଁ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେଉନି ବୋଲି ଅଭିଯୋଗ କରିଛନ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)