Advertisment

କାଲି ଓଡ଼ିଶା ଆସୁଛନ୍ତି ଅମିତ ଶାହ: ୨୪ ପାଇଁ ଦଳୀୟ କର୍ମକର୍ତ୍ତାଙ୍କୁ ଦେବେ ଗୁରୁମନ୍ତ୍ର

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଚାନକ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ନେଇ ଚର୍ଚ୍ଚା। କାଲିଠାରୁ ଶାହ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ବେଳେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଷ୍ଟେଜ୍ ସେୟାର କରିବେ। ତେବେ ନିକଟରେ କେନ୍ଦ୍ର ବିରୋଧରେ ଅନାସ୍ଥା ପ୍ରସ୍ତାବକୁ ବିଜେଡିର ବିରୋଧ ଓ ଦିଲ୍ଲୀ ସେବା ବିଲ୍ କୁ ସମର୍ଥନ ପରେ, ରାଜନୈତିକ ଦିଗରେ କୌଣସି ଆଲୋଚନା ହେବ ନାହିଁ ତ, ତାକୁ ନେଇ ଚର୍ଚ୍ଚା ହେଉଛି। ସେପଟେ ପାର୍ଟି ମୁଖ୍ୟାଳୟରେ ବି ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ୨୪ ନିର୍ବାଚନ ଲାଗି ଶାହ ଦେବେ ଗୁରୁମନ୍ତ୍ର।

Amit Shah Union Home Minister
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ