ରାଜ୍ୟସଭା ନିର୍ବାଚନ ଲାଗି ନାମାଙ୍କନ ଦାଖଲ କଲେ ଅଶ୍ବିନୀ ବୈଷ୍ଣବ। ହେଲେ ଆସିଲାନି ବିଜେଡି। ଏପଟେ ବିଜେଡି ସମର୍ଥନ ପରେ ବି ଧନ୍ୟବାଦ ଦେଲେନି ରେଳ ମନ୍ତ୍ରୀ। ୨୦୧୯ର ଚିତ୍ର ୨୪ରେ ବଦଳିଗଲା। ୧୯ରେ ଅଶ୍ୱିନୀଙ୍କ ନାମାଙ୍କନ ବେଳେ ଉଭୟ ବିଜେଡି ଓ ବିଜେପି ନେତା ଉପସ୍ଥିତ ଥିଲେ। ଏଥର କିନ୍ତୁ ଥିଲେ କେବଳ ବିଜେପି ନେତା। ରାଜ୍ୟ ସଭାପତି ମନମୋହନ ସାମଲ ଓ ୧୩ ବିଧାୟକଙ୍କ ଉପସ୍ଥିତିରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଦୁଇ ସେଟ୍ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବୈଷ୍ଣବ। ପ୍ରାର୍ଥିପତ୍ର ଦାଖଲ କରିବା ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି।
Published By: Tanmay Kumar Mahalik
Last updated: 15 February 2024, 10:24 PM IST
ଦିନକୁ ଦିନ ବଢୁଛି ଚାଷୀଙ୍କ ଟେନସନ୍ , ଚାଷୀଙ୍କ ପାଇଁ ଧାନ ବିକ୍ରି ଚିନ୍ତା ବେଶ୍ ଗମ୍ଭୀର ହେଉଥିବା ଦେଖିବାକୁ ମିଳୁଛି । ମଣ୍ଡିରେ ଧାନ ବିକ୍ରି ହୋଇପାରୁନଥିବା ବେଳେ ବଢୁଛି ମିଲରଙ୍କ ମନମାନୀ ।