ସାଂସଦଙ୍କ ପାଣ୍ଠିକୁ ନେଇ ବିଜେଡିରେ ହଙ୍ଗାମା । ମମତା ମହାନ୍ତ ଓ ପ୍ରଣବ ପ୍ରକାଶଙ୍କ ଭିତରେ ହୋଇଥିଲା କଥା କଟାକଟି । ମୟୂରଭଞ୍ଜ ବଦଳରେ ଯାଜପୁରରେ ପାଣ୍ଠି ଖର୍ଚ୍ଚ କରିବାକୁ ଚାପ ପକାଯାଉଥିଲା କି ? ମମତାଙ୍କ ସାଂସଦ ପାଣ୍ଠିକୁ ବବି ନିଜ ଜିଲ୍ଲା ଯାଜପୁରରେ ଖର୍ଚ୍ଚ କରିବା ପାଇଁ ଯୋଜନା କରିଥିଲେ, ଅନୁମୋଦନ ବି ହୋଇଥିଲା। କିନ୍ତୁ ଅନୁମୋଦନ ପରେ ପାଣ୍ଠିକୁ କ୍ୟାନ୍ସଲ କରିଦେଇଥିଲେ ମମତା।
Published By: Satyendu Shekher Mishra
Last updated: 07 August 2024, 10:42 PM IST
ବାପାଙ୍କ ହତ୍ୟା ନେଇ ମୁହଁ ଖୋଲିଛନ୍ତି ଝିଅ ଦୀପାଳି ଦାସ। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଲେ ସିବିଆଇ ତଦନ୍ତ ପାଇଁ ଲିଖିତ ଭାବେ ଦେବୁ। ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିବା ବେଳେ ପରିବାରରେ ଆଲୋଚନା ଚାଲିଥିବା ନେଇ କହିଲେ।