Advertisment

ରାତି ପାହିଲେ ଉପସ୍ଥାପନ ହେବ ରାଜ୍ୟ ବଜେଟ୍‌

କୁହାଯାଉଛି, ଦୁର୍ବଳ ଅର୍ଥନୀତିକୁ ବଳ ଦେବା ପାଇଁ ଖଣିଭିତ୍ତିକ ଶିଳ୍ପ ସହ କୃଷି, ଗ୍ରାମାଞ୍ଚଳ ବିକାଶ ଓ ପର୍ଯ୍ୟଟନ ଭଳି କ୍ଷେତ୍ରକୁ ସରକାର ଦେଇପାରନ୍ତି ଗୁରୁତ୍ୱ। ତେଣେ ବଜେଟରୁ ଅନେକ କିଛି ଆଶା କରୁଛନ୍ତି ଚାଷୀ, ମହିଳା ଏବଂ ଯୁବକ।

Advertisment

ଆସନ୍ତାକାଲି ବିଧାନସଭାରେ ଉପସ୍ଥାପନ ହେବ ରାଜ୍ୟ ବଜେଟ୍। ବିଜେପି ସରକାରର ୮ ମାସ ପରେ ବଜେଟ ଦେଖାଇବ ବିକାଶର ସ୍ପଷ୍ଟ ନକ୍ସା। ମୋହନ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ କଣ ଦେବ ସଙ୍କେତ, ତାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା ଆଲୋଚନା। କୁହାଯାଉଛି, ଦୁର୍ବଳ ଅର୍ଥନୀତିକୁ ବଳ ଦେବା ପାଇଁ ଖଣିଭିତ୍ତିକ ଶିଳ୍ପ ସହ କୃଷି, ଗ୍ରାମାଞ୍ଚଳ ବିକାଶ ଓ ପର୍ଯ୍ୟଟନ ଭଳି କ୍ଷେତ୍ରକୁ ସରକାର ଦେଇପାରନ୍ତି ଗୁରୁତ୍ୱ। ତେଣେ ବଜେଟରୁ ଅନେକ କିଛି ଆଶା କରୁଛନ୍ତି ଚାଷୀ, ମହିଳା ଏବଂ ଯୁବକ।

Advertisment
BJD BJP CM
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ