Student Union Election
ପୁଣି କ୍ୟାଂପସକୁ ଫେରୁଛି କି ଛାତ୍ର ସଂସଦ ନିର୍ବାଚନ? ଛାତ୍ର ସଂସଦ ନିର୍ବାଚନର ଯଥାର୍ଥତା ଥିବା ଏବଂ ସରକାର ଏନେଇ ବିଚାର ବିମର୍ଷ କରୁଥିବା ନେଇ ଆଜି ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ବୟାନ ଏ ଦିଗରେ ନୂଆ ଆଶା ସଂଚାର କରିଛି। ବିଭିନ୍ନ ଛାତ୍ର ସଂଗଠନ ସରକାରଙ୍କ ଆଭିମୁଖ୍ୟକୁ ସ୍ୱାଗତ କରିଥିଲା ବେଳେ, ଉଚ୍ଚ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ମଧ୍ୟ ଏଥିପାଇଁ ପ୍ରସ୍ତୁତ ଥିବା କହିଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)