Throwing Egg At Odisha Minister's Carcade
ରାଜସ୍ୱ ମନ୍ତ୍ରୀ ସୁଦାମ ମାରଣ୍ଡିଙ୍କ କାରକେଡକୁ ଅଣ୍ଡାମାଡ଼ ହୋଇଛି.. କେନ୍ଦୁଝର ଟାଉନ ଥାନା କାଶୀପୁର ନିକଟ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଅଣ୍ଡାମାଡ଼ କରାଯାଇଥିବା ସୂଚନା ମିଳିଛି.. ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଅଣ୍ଡାମାଡ଼ କରାଯାଇଛି.. ଘଟଣାରେ ବିଜେପି ଯୁବମୋର୍ଚ୍ଚା ଜିଲ୍ଲା ସଭାପତିଙ୍କୁ ଥାନାରେ ଅଟକ ରଖିଛି ପୋଲିସ..
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)