ଦେଶର ପ୍ରଥମ ସୂର୍ଯ୍ୟ ଅଭିଯାନ। ଆଜି ଦିନ ୧୧ଟା ୫୦ରେ ଶ୍ରୀହରିକୋଟା ସ୍ପେସ୍‌ ସେଣ୍ଟରରୁ ଉତ୍‌କ୍ଷେପଣ ହେଲା ‘ଆଦିତ୍ୟ L1’। PSLV-C57ରେ ‘ଆଦିତ୍ୟ L1’ର କରାଗଲା ଉତ୍‌କ୍ଷେପଣ। ‘ଆଦିତ୍ୟ L1’କୁ ଲକ୍ଷ୍ୟସ୍ଥଳରେ ପହଞ୍ଚିବାକୁ ଲାଗିବ ୪ ମାସ ସମୟ...