Advertisment

ବାରବାଟୀରେ ନାହିଁ ଅଗ୍ନି ନିରାପତ୍ତା ବ୍ୟବସ୍ଥା

ଦୀର୍ଘଦିନ ପରେ ବାରବାଟୀ ଆୟୋଜନ କରିବ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍ ମ୍ୟାଚ୍। କିନ୍ତୁ ଉଦବେଗର କଥା ହେଲା, ଏହି ଷ୍ଟାଡିୟମରେ ନାହିଁ ଅଗ୍ନି ନିରାପତ୍ତା ବ୍ୟବସ୍ଥା। ଏନେଇ ଅଗ୍ନିଶମ ବିଭାଗ ଡିଜି ଅତିରିକ୍ତ ଶାସନ ସଚିବଙ୍କୁ ଅବଗତ କରିଛନ୍ତି।

author-image
Sujit kumar Swain

ଦୀର୍ଘଦିନ ପରେ ବାରବାଟୀ ଆୟୋଜନ କରିବ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍ ମ୍ୟାଚ୍। କିନ୍ତୁ ଉଦବେଗର କଥା ହେଲା, ଏହି ଷ୍ଟାଡିୟମରେ ନାହିଁ ଅଗ୍ନି ନିରାପତ୍ତା ବ୍ୟବସ୍ଥା। ଏନେଇ ଅଗ୍ନିଶମ ବିଭାଗ ଡିଜି ଅତିରିକ୍ତ ଶାସନ ସଚିବଙ୍କୁ ଅବଗତ କରିଛନ୍ତି।

Advertisment
Barabati Stadium ODI Match ODI Fire Safety
Advertisment
Advertisment