Advertisment

କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଉଦଘାଟିତ ହୋଇଛି 'ଦ ସଟଲ୍'

ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଏହି ଷ୍ଟାଡିୟମରେ ୮ଟି କୋର୍ଟ ସହ ୪ଶହ ଦର୍ଶକଙ୍କ ପାଇଁ ବ୍ୟବସ୍ଥା ରହିଛି। ପ୍ରଥମ ପର୍ଯ୍ୟାୟରେ ୫୦ ଜଣ ପ୍ରତିଭାଙ୍କୁ ଚିହ୍ନଟ କରି ଦିଆଯିବ ଟ୍ରେନିଂ।

Advertisment

ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଉଦଘାଟିତ ହୋଇଛି ବହୁ ପ୍ରତୀକ୍ଷିତ ଆଇକନିକ୍ ବ୍ୟାଡମିଣ୍ଟନ ହାଇ ପରଫରମାନସ ସେଣ୍ଟର୍ 'ଦ ସଟଲ୍'। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆସାମ ମୁଖ୍ୟମନ୍ତ୍ରୀ ତଥା ବ୍ୟାଡମିଣ୍ଟନ ଆସୋସିଏସନ୍ ଅଫ ଇଣ୍ଡିଆର ସଭାପତି ହିମନ୍ତ ବିଶ୍ୱଶର୍ମା ଏବଂ ଅନ୍ତର୍ଜାତୀୟ କୋଚ୍ ପୁଲେଲା ଗୋପୀଚାନ୍ଦ ଏହାର ଉଦଘାଟନ କରିଛନ୍ତି। ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଏହି ଷ୍ଟାଡିୟମରେ ୮ଟି କୋର୍ଟ ସହ ୪ଶହ ଦର୍ଶକଙ୍କ ପାଇଁ ବ୍ୟବସ୍ଥା ରହିଛି। ପ୍ରଥମ ପର୍ଯ୍ୟାୟରେ ୫୦ ଜଣ ପ୍ରତିଭାଙ୍କୁ ଚିହ୍ନଟ କରି ଦିଆଯିବ ଟ୍ରେନିଂ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ