ନ୍ୟୁଜିଲାଣ୍ଡକୁ ଡର ଡବଲ୍ ‘ଭି’
ଟିମ୍ ଇଣ୍ଡିଆର ଦୁଇ ଖେଳାଳିଙ୍କୁ ନେଇ ଛାନିଆ ନ୍ୟୁଜିଲାଣ୍ଡ । ଫାଇନାଲ ଫାଇଟ ପୂର୍ବରୁ ଚିନ୍ତାରେ କିୱି କ୍ୟାମ୍ପ୍ । ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ ମୁହାଁମୁହିଁ ହେବେ ଦୁଇ କ୍ରିକେଟ ସୁପର ପାୱାର ଭାରତ-ନ୍ୟୁଜିଲାଣ୍ଡ । ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯିବ ନିର୍ଣ୍ଣାୟକ ଲଢ଼େଇ । ମ୍ୟାଚକୁ ଆଉ ମାତ୍ର କିଛି ଘଣ୍ଟା ଥିବାବେଳେ ନ୍ୟୁଜିଲାଣ୍ଡକୁ ଘାରିଛି ପରାଜୟ ଭୟ ? ଖୋଦ୍ ନ୍ୟୁଜିଲାଣ୍ଡ କ୍ୟାପଟେନ୍ ମିଚେଲ ସାଣ୍ଟନର କହିଛନ୍ତି କେଉଁ ଭାରତୀୟ ଖେଳାଳିଙ୍କ ପାଇଁ ଅଧିକ ଚିନ୍ତାରେ ରହିଛି ଦଳ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)