Advertisment

ଟିମ୍‌ ଇଣ୍ତିଆର ନୂଆ ରେକର୍ଡ..ଲଗାତାର ଜିତିଲେ ୧୩ଟି ସିରିଜ୍

ବିରାଟ କୋହଲି, ରୋହିତ ଶର୍ମା, କେଏଲ ରାହୁଲ, ମହମ୍ମଦ ସାମି, ଯଶପ୍ରୀତ୍ ବୁମ୍ରା, ମହମ୍ମଦ ସିରାଜଙ୍କ ବିନା ଖେଳିଥିବା ଭାରତର ଯୁବ ଦଳ ୱେଷ୍ଟଇଣ୍ଡିଜ୍‌ରେ ଦିନିକିଆ ଶୃଙ୍ଖଳା ଜିତିଛି । ହାର୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ତୃତୀୟ ଦିନିକିଆରେ ୱେଷ୍ଟଇଣ୍ଡିଜ୍‌କୁ ୨୦୦ ରନରେ ପରାସ୍ତ କରି ୨-୧ରେ ଶୃଙ୍ଖଳା ବିଜୟ ହୋଇଛି ।

author-image
Sarbeswar

Team India IND Vs WI ODIs
Advertisment
Advertisment