""
କ୍ରୀଡ଼ା Videos ୪୯ ବର୍ଷର ରେକର୍ଡ ଭାଙ୍ଗିଲା ଭାରତୀୟ ପୁରୁଷ ହକି ଟିମ୍, ସେପଟେ ଅଲମ୍ପିକ୍ସ ସେମି ଫାଇନାଲରେ ସ୍ଥାନ ପକ୍କା କରିଛି ମହିଳା ଦଳ ଟୋକିଓରେ ଇତିହାସ ରଚିଛି ଭାରତୀୟ ମହିଳା ହକି ଟିମ୍। ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ହରାଇ ପ୍ରଥମ ଥର ଲାଗି ଅଲମ୍ପିକ୍ସ ସେମି ଫାଇନାଲରେ ସ୍ଥାନ ପକ୍କା କରିଛି ମହିଳା ଦଳ। ସେହିପରି ଦୀର୍ଘ ୪୯ ବର୍ଷ ପରେ ସେମି ଫାଇନାଲରେ ପ୍ରବେଶ କରିଥିବା ଭାରତୀୟ ପୁରୁଷ ଦଳ ବେଲଜିୟମକୁ ହରାଇ ଫାଇନାଲ ଖେଳିବାକୁ ଲକ୍ଷ୍ୟ ରଖିଛି ଉଭୟ ପୁରୁଷ ଓ ମହିଳା ହକି। ଦଳର ଜବରଦସ୍ତ ପ୍ରଦର୍ଶନକୁ ନେଇ ଦେଶବ୍ୟାପୀ ଉତ୍କଣ୍ଠା ବଢିଥିବା ବେଳେ ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। 02 Aug 2021 21:42 ISTSarbeswar Follow UsIndia HockeyAdvertisment Read More India India Hockey