Advertisment

ପୁଣି ବାରବାଟୀରେ ହେବ ଅନ୍ତର୍ଜାତୀୟ ମ୍ୟାଚ୍

ଡିସେମ୍ବର ୯ରେ ବାରବାଟୀରେ ହେବ ଅନ୍ତର୍ଜାତୀୟ ଟି-ଟ୍ବେଣ୍ଟି ମ୍ୟାଚ୍। ଦକ୍ଷିଣ ଆଫ୍ରିକା ବିରୋଧରେ ଖେଳାଯିବ ଟି-ଟ୍ବେଣ୍ଟି ମ୍ୟାଚ୍। ୫ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ବାରବାଟୀରେ ଖେଳାଯିବ।

author-image
Saroj Kumar Jena

#ପୁଣି_ବାରବାଟୀରେ_ହେବ_ଅନ୍ତର୍ଜାତୀୟ_ମ୍ୟାଚ୍
ଡିସେମ୍ବର ୯ରେ ବାରବାଟୀରେ ହେବ ଅନ୍ତର୍ଜାତୀୟ ଟି-ଟ୍ବେଣ୍ଟି ମ୍ୟାଚ୍। ଦକ୍ଷିଣ ଆଫ୍ରିକା ବିରୋଧରେ ଖେଳାଯିବ ଟି-ଟ୍ବେଣ୍ଟି ମ୍ୟାଚ୍। ୫ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ବାରବାଟୀରେ ଖେଳାଯିବ।

Advertisment
OCA BCCI Barabati Stadium
Advertisment
Advertisment