ହକିରୁ ଅବସର ଘୋଷଣା କଲେ ବୀରେନ୍ଦ୍ର ଲାକ୍ରା । ଟୋକିଓ ହକି ବ୍ରୋଞ୍ଜ ପଦକ ବିଜେତା ବୀରେନ୍ଦ୍ର ଲାକ୍ରା । ବୀରେନ୍ଦ୍ରଙ୍କ ଅବସର ଘୋଷଣା ନେଇ ହକି ଇଣ୍ଡିଆ ପକ୍ଷରୁ ଟୁଇଟ୍ । ୩୧ ବର୍ଷୀୟ ଲାକ୍ରା ୨୦୧ଟି ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିଛନ୍ତି ବୀରେନ୍ଦ୍ର ଲାକ୍ରା ।