wtc
Advertisment
ଦକ୍ଷିଣ ଆଫ୍ରିକା WTC ଚାମ୍ପିୟନ
ଐତିହାସିକ ଲର୍ଡ୍ସ ଗ୍ରାଉଣ୍ଡରେ ଇତିହାସ ରଚିଲା ଦକ୍ଷିଣ ଆଫ୍ରିକା । ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନସିପ୍ ଟ୍ରଫି ଜିତି ଇତିହାସ ରଚିଲା ଦକ୍ଷିଣ ଆଫ୍ରିକା । ୨୭ ବର୍ଷ ପରେ ଆଇସିସି ଟ୍ରଫି ଜିତିଛି ଦକ୍ଷିଣ ଆଫ୍ରିକା । ଅଷ୍ଟ୍ରେଲିଆକୁ ୫ ୱିକେଟରେ ହରାଇ ଦକ୍ଷିଣ ଆଫ୍ରିକା WTC ଚାମ୍ପିୟନ ହୋଇଛି । ୨୮୨ ଟାର୍ଗେଟକୁ ୫ ୱିକେଟ ହରାଇ ବିଜୟ ହାସଲ କଲା ଦକ୍ଷିଣ ଆଫ୍ରିକା । ମାର୍କରାମ ୧୩୬ ରନ୍ ର ମ୍ୟାଚ୍ ବିଜୟୀ ଇନିଂସ୍ ଖେଳିଛନ୍ତି । ଏକମାତ୍ର ICC ଟ୍ରଫି ଭାବେ ୧୯୯୮ରେ ଚାମ୍ପିୟନ୍ସ ଟ୍ରଫି ଜିତିଥିଲା ଟିମ୍ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us