World Cup
ଅନିଶ୍ଚିତତାର ଖେଳ କ୍ରିକେଟ୍ କେତେବେଳେ ବି ଘଟିପାରେ କିଛି ଚମତ୍କାର। ଯାହାର ନମୁନା ଦେଖିବାକୁ ମିଳିଛି ଚଳିତ ଟି-ଟ୍ୱେଣ୍ଟି ବିଶ୍ୱକପ୍ରେ ଦକ୍ଷିଣ ଆଫ୍ରିକା ନେଦରଲ୍ୟାଣ୍ଡସଠାରୁ ହାରିଲେ ଓ ବାଂଲାଦେଶ ବିପକ୍ଷରେ ଜିତିଲେ ହିଁ ପାକିସ୍ତାନ ସେମିଫାଇନାଲ ଖେଳିପାରିବ ବୋଲି ହିସାବ କରାଯାଇଥିଲା। ଆଉ ଆଶ୍ଚର୍ଯ୍ୟଜନକ ଭାବେ ତାହା ହିଁ ହୋଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)