Advertisment

ଆଥଲେଟ୍ ଦୂତି ଚାନ୍ଦଙ୍କୁ ୪ ବର୍ଷ ପାଇଁ ବାସନ୍ଦ କରାଯାଇଛି

ନ୍ୟାସନାଲ୍‌ ଆଣ୍ଟି ଡୋପିଂ ଏଜେନ୍ସି (NADA) ଦ୍ୱାରା ନିଷିଦ୍ଧ ଘୋଷିତ SRMS ତାଙ୍କ ନମୁନାରେ ମିଳିଛି।

Advertisment

ଆଥଲେଟ୍ ଦୂତି ଚାନ୍ଦଙ୍କୁ ୪ ବର୍ଷ ପାଇଁ ବାସନ୍ଦ କରାଯାଇଛି। ଡୋପ୍ ଟେଷ୍ଟରେ ଫେଲ୍‌ ମାରିବା ପରେ ଦୂତୀଙ୍କ ଉପରେ ୪ ବର୍ଷର ବ୍ୟାନ୍ ଲାଗିଛି। କୌଣସି ଜାତୀୟ, ଅନ୍ତର୍ଜାତୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିପାରିବେନି ଦୂତି। SRMS(Selective Androgen Receptor Modulator) ଟେଷ୍ଟରେ ଦୂତି ଫେଲ୍‌ ମାରିଛନ୍ତି। ନ୍ୟାସନାଲ୍‌ ଆଣ୍ଟି ଡୋପିଂ ଏଜେନ୍ସି (NADA) ଦ୍ୱାରା ନିଷିଦ୍ଧ ଘୋଷିତ SRMS ତାଙ୍କ ନମୁନାରେ ମିଳିଛି।  

Advertisment
Dutee Chand
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ