Heat Wave
Advertisment
ଗ୍ରୀଷ୍ମ ଋତୁରେ ଖରା ତ ହୁଏ। ଏ ବର୍ଷର କଥା କିନ୍ତୁ ଅଲଗା । ସତେ ଯେମିତି ଆକାଶରୁ ନିଆଁ ବର୍ଷା ହେଉଛି। ସବୁଦିନ ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୪୦ରୁ ୪୫ ଡିଗ୍ରୀ ଯାଏଁ ରହୁଛି। ଏହାରି ଭିତରେ ଚଳିତ ବର୍ଷ ଅଂଶୁଘାତରେ ୨୦ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆସିଥିବା ବେଳେ ଜଣଙ୍କର ମୃତ୍ୟୁ ଅଂଶୁଘାତଜନିତ ବୋଲି ସ୍ପଷ୍ଟ ହୋଇଛି। ତେବେ ୨୧ ତାରିଖରୁ ବର୍ଷାର ବିସ୍ତୃତି ବଢିବା ସହ ୨୨ରେ ବର୍ଷା ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us