Advertisment

ବାତ୍ୟା ମାଣ୍ଡୋସ୍ ତାଣ୍ଡବ, ରାତିଅଧରେ ଲ୍ୟାଣ୍ଡଫଲ୍ ପରେ ବ୍ୟାପକ କ୍ଷୟକ୍ଷତି

ଘୁଘୁ ପବନ... ତୁହାକୁ ତୁହା ବର୍ଷା। ତାମିଲନାଡୁର ମାମଲାପୁରମ ନିକଟରେ ବାତ୍ୟା ମାଣ୍ଡୋସ ସ୍ଥଳଭାଗ ଛୁଇଁବା ପରେ ଉପୁଡି ପଡିଛି ବର୍ଷ ବର୍ଷ ଧରି ଠିଆ ହୋଇଥିବା ବିରାଟ ଗଛ କେଉଁଠି ଗାଡି ଉପରେ ବିଶାଳ ଗଣ୍ଡି ମାଡି ବସିଛି ତ କେଉଁଠି ଗଛ ପଡି ରାସ୍ତା ବନ୍ଦ ଗାଡିମୋଟର। କାନ୍ଥ ଭୁଶୁଡି ମାଟି ତଳେ ଚାପି ହୋଇରହିଛି ଏକାଧିକ ଗାଡି ମୋଟର ପବନ ମାଡରେ ଉଡିଯାଇଛି। ପେଟ୍ରୋଲ ପମ୍ପର ଛାତ ବଡ ବଡ ବିଲଡିଂ ବି କ୍ଷତିଗ୍ରସ୍ତ ହୋଇଛି

Cyclone Impact In Odisha Cyclone Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ