ସମ୍ଭାବ୍ୟ ବାତ୍ୟାକୁ ନେଇ ବଢୁଛି ଆଶାଙ୍କା । ଏବେ ଏହା ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ରୂପରେ ରହିଛି । ଆସନ୍ତା ୪୮ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବ । ୨୨ ତାରିଖ ବେଳକୁ ଅବପାତ ହେବ । ୨୩ କିମ୍ବା ୨୪ ତାରିଖରେ ଏହା ବାତ୍ୟାରେ ପରିଣତର ସମ୍ଭାବନା ରହିଛି ।
Published: Manoranjan Behera
Last updated: 18 October 2022, 10:49 PM IST
ଚିଲିକା ଅଞ୍ଚଳର ମଇଁଷୀ କ୍ଷୀରରେ ରହିଛି ମଣିଷ ଶରୀର ପାଇଁ ଆବଶ୍ୟକ ଅତି ଉପାଦେୟ ଉପାଦନ । ଏଠିକାର ମଇଁଷି କ୍ଷୀର ଓ ଦହିରୁ ମାରାତ୍ମକ କ୍ୟାନସର ପ୍ରତିରୋଧୀ ଔଷଧ ପ୍ରସ୍ତୁତ ଉପରେ ଗବେଷଣା ବି ଚାଲିଛି ।