Advertisment

Twin City Rain Alert: ବଦଳିଲା ପାଗ, ତାତିରୁ ମିଳିଲା ଆଶ୍ବସ୍ତି

ଭୁବନେଶ୍ବର ଆକାଶରେ କଳାହାଣ୍ଡିଆ ମେଘ । କଳାହାଣ୍ଡିଆ ମେଘ ସହ ରାଜଧାନୀରେ ଝିପିଝିପି ବର୍ଷା ହୋଇଛି। ରାଜଧାନୀର କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି।

author-image
Deviprasad Jena

ରାଜ୍ୟରେ ବଦଳିଲା ପାଗ, ତାତିରୁ ଆଶ୍ବସ୍ତି ଆଣିଲା ବର୍ଷା । ଭୁବନେଶ୍ବର ଆକାଶରେ କଳାହାଣ୍ଡିଆ ମେଘ । କଳାହାଣ୍ଡିଆ ମେଘ ସହ ରାଜଧାନୀରେ ଝିପିଝିପି ବର୍ଷା ହୋଇଛି। ରାଜଧାନୀର କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି। କଟକ ଓ ଭୁବନେଶ୍ବରକୁ ବର୍ଷା ଆଲର୍ଟ । ବିଜୁଳି ଘଡ଼ଘଡ଼ି ସହ ଟ୍ବିନ୍ ସିଟିକୁ ବର୍ଷା ଆଲର୍ଟ । ୪୦ରୁ ୫୦ କିମି ଯାଏଁ ପବନ ବହିବା ସମ୍ଭାବନା ରହିଛି । 

Advertisment

ଦିନକ ତଳେ ରାତିରେ ରାଜଧାନୀ ଭୁବନେଶ୍ୱର ସମେତ କିଛି ଜିଲ୍ଲାରେ ତୁହାକୁ ତୁହା ବର୍ଷା ହୋଇଥିଲା । ୩୦ରୁ ୪୦ କିମି ବେଗରେ ବହିଥିଲା ପବନ । ଏଥି ଯୋଗୁଁ ସହରରେ ବିଦ୍ୟୁତ ସରବରାହ ପ୍ରଭାବିତ ହୋଇଥିଲା । କାଳବୈଶାଖୀ ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ତାପମାତ୍ରା ହ୍ରାସ ପାଇବା ନେଇ ଆକଳନ କରାଯାଉଛି ।

Bhubaneswar Odisha Weather Rain Alert In Odisha
Advertisment
Advertisment