Advertisment

ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ଲଘୁଚାପ ଆହୁରି ସକ୍ରିୟ ହୋଇ ଗଭୀର ଅବପାତର ରୂପ ନେଇଛି

ଉତ୍ତର ଓଡ଼ିଶାରେ ସର୍ବାଧିକ ବର୍ଷା ହେବ, କାଲିଠୁ କମିଯିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Advertisment

ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ଲଘୁଚାପ ଆହୁରି ସକ୍ରିୟ ହୋଇ ଗଭୀର ଅବପାତର ରୂପ ନେଇ ସାରିଛି। ଏହି ଅବସ୍ଥାରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ ଏବଂ ସ୍ଥଳଭାଗ ଅତିକ୍ରମ କରିବ। ତେବେ ଆଉ ଅଧିକ ଘନୀଭୂତ ହେବନି ବୋଲି ସ୍ପଷ୍ଟ କରିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ଏହାର ପ୍ରଭାବରେ ଓଡ଼ିଶା ଉପକୂଳରେ ୫୫ରୁ ୬୫ କିଲୋମିଟର ଓ ଆଭ୍ୟନ୍ତରରେ ୩୦ରୁ ୫୦ କିଲୋମିଟର ବେଗ ଯାଏଁ ପବନ ବହିପାରେ। ଆଜି ଉତ୍ତର ଓଡ଼ିଶାରେ ସର୍ବାଧିକ ବର୍ଷା ହେବ, କାଲିଠୁ କମିଯିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। 

Advertisment
Weather Forecast Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ