Tel River
Advertisment
ମହାନଦୀରେ ବଡ଼ ବନ୍ୟା ଆଶଙ୍କା । ପ୍ରଥମେ ଛୋଟ ଧରଣର, ତାପରେ ମଧ୍ୟମ ବନ୍ୟା ହେବ ବୋଲି କୁହଯାଉଥିବା ବେଳେ ଆଜି ବଦଳିଛି ଚିତ୍ର । ପ୍ରବଳ ବନ୍ୟା ହୋଇପାରେ ବୋଲି ଆଶଙ୍କା କରିଛନ୍ତି ଖୋଦ୍ ଏସ୍ଆର୍ସି । ଏହି ପରିସ୍ଥିତିର ମୁକାବିଲା ପାଇଁ ଆଜି ମୁଖ୍ୟ ଶାସନ ସଚିବ ଓ ସ୍ୱତନ୍ତ୍ର ରିଲିଫ୍ କମିଶନର ସମୀକ୍ଷା ବୈଠକ କରିଥିଲେ । ଯେଉଁଥିରେ ଫୋକସ୍ ଥିଲା ବନ୍ୟା ପରିଚାଳନା ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us