day temperature increased in February
ବଢିବ ଦିନ ତାପମାତ୍ରା। ଫେବୃଆରୀରୁ କଲବଲ କରିବ ଖରା। ଓଡ଼ିଶାରେ ଫେବୃଆରୀ ମାସରେ ତାପମାତ୍ରା ସ୍ବାଭାବିକଠୁ 3 ରୁ 4 ଡିଗ୍ରୀ ଅଧିକ ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଯାହା ମାସର ପ୍ରଥମ ସପ୍ତାହ ରୁ ହିଁ ଅନୁଭୂତ ହେଲାଣି। ଗତକାଲି ରାଜ୍ୟର ଅଧିକାଂଶ ଅଂଚଳରେ ଦିନ ତାପମାତ୍ରା 30 ଡିଗ୍ରୀ ଉପରେ ରହିଥିବା ବେଳେ ବୌଦ୍ଧରେ ସର୍ବାଧିକ ତାପମାତ୍ରା 34 ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିଲା
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)