୭ ଦିନ ଲଗାଣ ବର୍ଷା !
ମୌସୁମୀ ଜନିତ ବର୍ଷାରେ ଭିଜୁଛି ଓଡିଶା I ଆଜି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ I ଆଗାମୀ ୭ ଦିନ ପାଇଁ ରାଜ୍ୟରେ ଲାଗି ରହିବ ବର୍ଷା I ପ୍ରବଳରୁ ଅତି ପ୍ରବଳ ବର୍ଷା ଗୋଟେ କିମ୍ବା ଦୁଇଟି ସ୍ଥାନରେ ହେବାର ସମ୍ଭାବନା ରହିଛି I ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରେ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ I ସେପଟେ ପ୍ରବଳ ବର୍ଷା ବରଗଡ଼, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାରେ ହେବାର ସମ୍ଭାବନା ଅଛି I
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)