ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ବାତ୍ୟା । ଆସନ୍ତାକାଲି ସୁଦ୍ଧା ଅବପାତ, ୮ରେ ନେବ ବାତ୍ୟା ରୂପ । ଏନେଇ ଆଜି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର- IMD । ବିଭାଗର ସୂଚନା ଅନୁସାରେ, ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ଗତି କରି ୬ ତାରିଖ ଅର୍ଥାତ୍ ଆସନ୍ତାକାଲି ସଂଧ୍ୟା ସୁଦ୍ଧା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ । ଏହାପରେ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ।
Published: Sarbeswar
Last updated: 05 December 2022, 10:24 PM IST
ପୂର୍ବରୁ ବିଭିନ୍ନ ଦେଶ ଓ ଭିନ୍ନ ଭିନ୍ନ ବୈଜ୍ଞାନିକ ବହୁବାର ଏଭଳି ଦାବି କରି ଆସୁଥିବା ବେଳେ ଏ ସନ୍ଦେହକୁ ଏବେ ସତ ବୋଲି କହିଛନ୍ତି ଉହାନ ଗବେଷଣା କେନ୍ଦ୍ରରେ ଗବେଷଣା କରୁଥିବା ଆମେରିକୀୟ ବୈଜ୍ଞାନିକ ଆଣ୍ଡ୍ର୍ୟୁ ହଫ୍ସ ।