ଦକ୍ଷିଣ ଓଡ଼ିଶାରେ ବର୍ଷା ବିତ୍ପାତ । ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ହୋଇଛି ମାଲକାନଗିରି ଓ ଗଜପତି ଜିଲ୍ଲା । ଚିତ୍ରକୋଣ୍ଡାରେ ଗତ ୨୪ ଘଣ୍ଟାରେ ସର୍ବାଧିକ ୧୯୯ ମିଲିମିଟର ବର୍ଷା ରେକର୍ଡ ହୋଇଛି । ବହୁ ସ୍ଥାନରେ ପୋଲ ଉପରେ ପାଣି ଚାଲୁଥିବାରୁ ପଡ଼ୋଶୀ ଆନ୍ଧ୍ର ଓ ଛତିଶଗଡ଼କୁ ଯୋଗାଯୋଗ ଠପ୍ ହୋଇଛି।
Published By: Satyendu Shekher Mishra
Last updated: 19 July 2023, 09:00 PM IST
ରାଜ୍ୟରେ ପୁଣି ବଢିବ ଶୀତ। ଉପାନ୍ତରୁ ଉପକୂଳ ସବୁଠି ଥରାଇବ ଜାଡ। ତେବେ ଆସନ୍ତା ୧୭ ପରଠାରୁ ତାପମାତ୍ରା କମିବା ସହିତ ପୁଣି ଥରେ ଶୀତ ଥରାଇବ। ତାପମାତ୍ରା ସ୍ବାଭାବିକ ଠାରୁ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।