Advertisment

ଦକ୍ଷିଣ ଓଡ଼ିଶାରେ ବର୍ଷା ବିତ୍ପାତ

ବହୁ ସ୍ଥାନରେ ପୋଲ ଉପରେ ପାଣି ଚାଲୁଥିବାରୁ ପଡ଼ୋଶୀ ଆନ୍ଧ୍ର ଓ ଛତିଶଗଡ଼କୁ ଯୋଗାଯୋଗ ଠପ୍ ହୋଇଛି।

Advertisment

ଦକ୍ଷିଣ ଓଡ଼ିଶାରେ ବର୍ଷା ବିତ୍ପାତ । ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ହୋଇଛି ମାଲକାନଗିରି ଓ ଗଜପତି ଜିଲ୍ଲା । ଚିତ୍ରକୋଣ୍ଡାରେ ଗତ ୨୪ ଘଣ୍ଟାରେ ସର୍ବାଧିକ ୧୯୯ ମିଲିମିଟର ବର୍ଷା ରେକର୍ଡ ହୋଇଛି । ବହୁ ସ୍ଥାନରେ ପୋଲ ଉପରେ ପାଣି ଚାଲୁଥିବାରୁ ପଡ଼ୋଶୀ ଆନ୍ଧ୍ର ଓ ଛତିଶଗଡ଼କୁ ଯୋଗାଯୋଗ ଠପ୍ ହୋଇଛି।

Advertisment
Weather News Heavy Rain
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ