Heavy Rain
ରାଜ୍ୟରେ ଆସନ୍ତା ୪ ଦିନ ପ୍ରବଳ ବର୍ଷା ସଂଭାବନା । ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହେଲା ଅବପାତ । ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ପୁରୀ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ ଅବପାତ । ଆସନ୍ତାକାଲି ସକାଳ ସୁଦ୍ଧା ଏହି ସିଷ୍ଟମ ପୁରୀ ଅତିକ୍ରମ କରିବ । ଫଳରେ ପୁରୀ ସମେତ ରାଜ୍ୟରେ ପ୍ରବଳ ବର୍ଷା ସଂଭାବନା ରହିଛି । ସମୁଦ୍ର ଅଶାନ୍ତ ଥିବାରୁ ଆଗାମୀ ଦୁଇ ଦିନ ପାଇଁ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)