Advertisment

Heavy Rain Alert: ତିନିଦିନ ଯାଏ ପ୍ରବଳ ବର୍ଷା

ରାଜ୍ୟରେ ଆଗାମୀ ୩ ଦିନ ଯାଏଁ ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟାରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ। ପ୍ରବଳ ଵର୍ଷାକୁ ନେଇ ସୁନ୍ଦରଗଡ, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଏହି ୪ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ।

author-image
Tapan Kumar Swain