IMD Predicts Low Pressure Over Arabian Sea in 12 Hours Due to Cyclonic Circulation
Advertisment
By clicking the button, I accept the Terms of Use of the service and its Privacy Policy, as well as consent to the processing of personal data.
Don’t have an account? Signup
IMD Predicts Low Pressure Over Arabian Sea in 12 Hours Due to Cyclonic Circulation
ଆସୁଛି ବର୍ଷା। ଆଗାମୀ ୧୨ ଘଣ୍ଟା ଭିତରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ। ପୂର୍ବ କେନ୍ଦ୍ରୀୟ ଆରବସାଗର ପାର୍ଶ୍ବବର୍ତ୍ତୀ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳ ଅଂଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆଗାମୀ ୧୨ ଘଣ୍ଟା ଭିତରେ ସମାନ ଅଂଚଳରେ ଲୋ-ପ୍ରେସର ସୃଷ୍ଟି ହେବାର ସମ୍ଭାବନା ରହିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)