ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ପୂର୍ବାନୁମାନ। ସମ୍ଭାବ୍ୟ ବାତ୍ୟା ନେଇ ଦେଉଛି ସଙ୍କେତ। ମେ ମାସ ପ୍ରଥମ ସପ୍ତାହରେ ଆସିପାରେ। ସାଇକ୍ଲୋନ ମେ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ନିକଟସ୍ଥ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ତାପରେ ତାହା ସାଇକ୍ଲୋନର ରୂପ ନେବାର ସମ୍ଭାବନା ରହିଛି।
Published: Chandan Shishu
Last updated: 30 April 2022, 10:18 PM IST
ରାଜ୍ୟରେ ପୁଣି ବଢିବ ଶୀତ। ଉପାନ୍ତରୁ ଉପକୂଳ ସବୁଠି ଥରାଇବ ଜାଡ। ତେବେ ଆସନ୍ତା ୧୭ ପରଠାରୁ ତାପମାତ୍ରା କମିବା ସହିତ ପୁଣି ଥରେ ଶୀତ ଥରାଇବ। ତାପମାତ୍ରା ସ୍ବାଭାବିକ ଠାରୁ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।