By: Chandan Shishu
Last updated: 30 April 2022, 10:18 PM IST
ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ପୂର୍ବାନୁମାନ। ସମ୍ଭାବ୍ୟ ବାତ୍ୟା ନେଇ ଦେଉଛି ସଙ୍କେତ। ମେ ମାସ ପ୍ରଥମ ସପ୍ତାହରେ ଆସିପାରେ। ସାଇକ୍ଲୋନ ମେ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ନିକଟସ୍ଥ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ତାପରେ ତାହା ସାଇକ୍ଲୋନର ରୂପ ନେବାର ସମ୍ଭାବନା ରହିଛି।