Advertisment

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର । ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଅବପାତ ସମ୍ଭାବନା । ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ।

author-image
Tapan Kumar Swain