Advertisment

ରାଜ୍ୟକୁ ପୁଣି ବନ୍ୟା ବିପତ୍ତି ! ବୁଡିଲା ନୟାଗଡ଼-ବୌଦ୍ଧ-ସୋନପୁର-କଟକ

ଉଛୁଳୁଛି ମହାନଦୀ। ସୁ ସୁ ହୋଇ ମାଡ଼ି ଚାଲିଛି ବଢ଼ିପାଣି । କେଉଁଠି କରାଳ ରୂପ ନେଇ ନଈରେ ଚାଲିଛି, ତ କେଉଁଠି ଘାଇ ଭାଙ୍ଗି, ବନ୍ଧ ଡେଇଁ ଗାଁ ଗାଁରେ ପଶିଲାଣି। ଯୋଗାଯୋଗ ବିଚ୍ଛିନ୍ନ ହେଲାଣି। ଭୟ ମାଡ଼ି ବସିଲାଣି। ପ୍ରବଳ ବର୍ଷା ପରେ ମହାନଦୀ ଫୁଲିବା ପରଠୁ ସୋନପୁର, ବୌଦ୍ଧ, ନୟାଗଡ଼ ଓ କଟକରେ ତାଉ ଦେଖେଇବା ଆରମ୍ଭ କରିଦେଇଛି ବନ୍ୟା ।

Flood Control Flood In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ