୨-୩ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ !
‘ଦୁଇ ତିନି ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ । ଚଳିତ ଥର ଓଡ଼ିଶାରେ ଅପେକ୍ଷାକୃତ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଜୁନ ମାସରେ ସର୍ବାଧିକ ବର୍ଷା ହେବ । ଓଡ଼ିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛନ୍ତି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)