Advertisment

ଦୁଇ ତିନି ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ !

ଓଡ଼ିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

Advertisment

‘ଦୁଇ ତିନି ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ । ଚଳିତ ଥର ଓଡ଼ିଶାରେ ଅପେକ୍ଷାକୃତ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଜୁନ ମାସରେ ସର୍ବାଧିକ ବର୍ଷା ହେବ । ଓଡ଼ିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । 

Advertisment
Odisha Weather Heavy Rainfall Southwest Monsoon IMD DG
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ