ଚଳଚଞ୍ଚଳ ରାଜଧାନୀରେ ଖାଁଖାଁ ରାସ୍ତାଘାଟ। ସୂର୍ଯ୍ୟଦେବଙ୍କ ଅଗ୍ନି ବର୍ଷା କାରଣରୁ ରାସ୍ତାକୁ ବାହାରିବାକୁ ସାହାସ କରିପାରୁନାହାନ୍ତି ଲୋକେ। ହେଲେ ଏଠି କିନ୍ତୁ ବିପରିତ ଚିତ୍ର। ଧୁ ଧୁ ଖରାକୁ ବଳି ଯାଉଛି ପେଟର ତାତି। ଖରାକୁ ଖାତିର ନକରି କାମରେ ଲାଗିଛନ୍ତି ଦିନ ମଜୁରିଆ। ଏମାନଙ୍କ ପାଇଁ ସାହାରା ପାଲଟିଛି ମୁଣ୍ଡରେ ବନ୍ଧା ହୋଇଥିବା ଗାମୁଛା ପଗଡି ଓ ପାଣି ବୋତଲ।
Published: Chandan Shishu
Last updated: 25 April 2022, 09:22 PM IST
ରାଜ୍ୟରେ ପୁଣି ବଢିବ ଶୀତ। ଉପାନ୍ତରୁ ଉପକୂଳ ସବୁଠି ଥରାଇବ ଜାଡ। ତେବେ ଆସନ୍ତା ୧୭ ପରଠାରୁ ତାପମାତ୍ରା କମିବା ସହିତ ପୁଣି ଥରେ ଶୀତ ଥରାଇବ। ତାପମାତ୍ରା ସ୍ବାଭାବିକ ଠାରୁ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।