Odisha Braces for Heavy Rain as Low-Pressure Area Forms Over Bay of Bengal
Advertisment
ଆଜି ସୃଷ୍ଟି ହେବ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ଓ ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଲୋ ପ୍ରେସର ହେବାର ୨ଦିନ ଭିତରେ ଏହା ଅଧିକ ଘନୀଭୂତ ହେବ। ଏଥିସହ ଏକ ଟ୍ରପ ଲାଇନ ମଧ୍ୟ ସକ୍ରିୟ ରହିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୩୦ ଯାଏଁ ରାଜ୍ୟରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିପାରେ। ଝଟକା ପବନ ବି ବହିବ। ଝଡ଼ବର୍ଷା ନେଇ ଆଜି ପାଇଁ ୧୫ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us