Advertisment

୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷିବ !

ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା । ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା । ଆଜି କିଛି କିଛି ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିବ । ଏନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Advertisment

ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା । ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା । ଆଜି କିଛି କିଛି ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିବ । ଏନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକକୁ ଆଲର୍ଟ  ଜାରି କରାଯାଇଛି। 

Advertisment
Odisha Weather Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ