Heat wave
Advertisment
ଦେଶର ଉତ୍ତର, ଉତ୍ତର ପଶ୍ଚିମ ଏବଂ ଓଡ଼ିଶାକୁ ମିଶାଇ ପୂର୍ବ । ସବୁଠି ଆକାଶରୁ ଖସୁଛି ନିଆଁ ଝୁଲ । ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି ହିଟ୍ ୱେଭ୍ । ଚଳିତ ବର୍ଷର ସର୍ବୋଚ୍ଚ ତାପମାତ୍ରା ୪୭ ଡିଗ୍ରୀ ତାତିରେ ଜଳିଲା ଝାରସୁଗୁଡ଼ା । ରାଜ୍ୟର ୪ ସହରର ତାପମାତ୍ରା ୪୬ ଡିଗ୍ରୀ ଉପରେ । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଏବଂ ଉପକୂଳରେ ଗରମ ଓ ଗୁଳୁଗୁଳି ଜାରି ରହିବାକୁ ଥିବା ବେଳେ, ସେପଟେ ଦୁଇଦିନ ଆଗରୁ କେରଳକୁ ଭିଜାଇଛି ମୌସୁମୀ ବର୍ଷା ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us