Advertisment

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୩ ଜିଲ୍ଲାରେ ପ୍ରବଳ ବର୍ଷିବ !

ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସେପଟେ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ଟ୍ୱିନ୍‌ ସିଟିରେ ବର୍ଷା ଲାଗି ରହିବ।

author-image
Tanmay Kumar Mahalik

ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏ ବ୍ୟାପିଛି | ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। 

Advertisment
Odisha Weather IMD
Advertisment
Advertisment