ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏ ବ୍ୟାପିଛି | ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
Published By: Tanmay Kumar Mahalik
Last updated: 25 June 2023, 12:21 PM IST
ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।