Advertisment

୪ଦିନ ଯାଏଁ ଆହୁରି ବର୍ଷିବ

ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ।

author-image
Otv Khabar Bureau

ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ବିଶେଷ କରି ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।

Advertisment
Heavy Rainfall Low Pressure
Advertisment
Advertisment