Advertisment

୧୫ ଦିନ ଆଗୁଆ ଓଡ଼ିଶା ଛୁଇଁଲା ମୌସୁମୀ

ଚାଷୀ ଭାଇଙ୍କ ପାଇଁ ଖୁସି ଖବର। ଏଥର ଆଗୁଆ ଆସିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ବାଭାବିକ ତାରିଖ ଠାରୁ ଢେର୍ ପୂର୍ବରୁ ଓଡ଼ିଶାକୁ ଭିଜାଇଛି ମୌସୁମୀ। ଦକ୍ଷିଣ ଓଡ଼ିଶା ଦେଇ ରାଜ୍ୟରେ ପ୍ରବେଶ କରିବା ସହିତ ଆଜି ସୁଦ୍ଧା ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ପୁରା କଭର୍ କରିଛି।

Advertisment

ଚାଷୀ ଭାଇଙ୍କ ପାଇଁ ଖୁସି ଖବର। ଏଥର ଆଗୁଆ ଆସିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ବାଭାବିକ ତାରିଖ ଠାରୁ ଢେର୍ ପୂର୍ବରୁ ଓଡ଼ିଶାକୁ ଭିଜାଇଛି ମୌସୁମୀ। ଦକ୍ଷିଣ ଓଡ଼ିଶା ଦେଇ ରାଜ୍ୟରେ ପ୍ରବେଶ କରିବା ସହିତ ଆଜି ସୁଦ୍ଧା ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ପୁରା କଭର୍ କରିଛି। ସେହିପରି ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ଆଂଶିକ ଭାବେ ଛୁଇଁଛି। ଯାହାର ପ୍ରଭାବରେ ଏସବୁ ଜିଲ୍ଲାଗୁଡ଼ିକରେ ବର୍ଷା ଲାଗି ରହିଛି।

Advertisment
Odisha Weather Low Pressure
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ