Crop Loss
ଲଘୁଚାପ ବର୍ଷାରେ ଉଜୁଡ଼ିଯାଇଛି ଅଧା ଓଡ଼ିଶାର ଫସଲ । ଯେଉଁଠି ଦେଖିବେ ଅମଳ ବେଳକୁ ପାଣିରେ ବୁଡ଼ିଛି ହେକ୍ଟର ହେକ୍ଟର ଧାନ କ୍ଷେତ । କଳେଇ ଟେକିଲା ବେଳକୁ ଧାର ଧାର ପାଣି ଝରୁଛି, ଚାଷୀ ଆଖିରୁ ଲୁହ ବି ଗଡୁଛି । ରାଜସ୍ୱ ମନ୍ତ୍ରୀ କହିଛନ୍ତି, ୩/୪ ଦିନ ଭିତରେ ଆକଳନ କରାଯାଇ ପଞ୍ଚମ ଦିନରେ ଚାଷୀଙ୍କୁ କ୍ଷତିପୂରଣ ମିଳିବ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)