Severe Heat and Humidity to Persist for 5 Days in Coastal and Southern Odisha
Advertisment
ରାଜ୍ୟସାରା ଏବେ ଗରମ ଓ ଗୁଳୁଗୁଳି ଜାରି ରହିଛି। ଆଗାମୀ ୫ ଦିନ ଯାଏଁ ସ୍ଥିତି ଏଭଳି ରହିବ। ବିଶେଷକରି ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଆଗାମୀ ୫ ଦିନ ଯାଏଁ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବ !
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us