Advertisment

ପୁଣି ବାତ୍ୟା..୮ରେ ଲ୍ୟାଣ୍ଡଫଲ !!

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ବାତ୍ୟା । ଆସନ୍ତାକାଲି ସୁଦ୍ଧା ଅବପାତ, ୮ରେ ନେବ ବାତ୍ୟା ରୂପ । ଏନେଇ ଆଜି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର- IMD । ବିଭାଗର ସୂଚନା ଅନୁସାରେ, ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

author-image
Manoranjan Behera

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ବାତ୍ୟା । ଆସନ୍ତାକାଲି ସୁଦ୍ଧା ଅବପାତ, ୮ରେ ନେବ ବାତ୍ୟା ରୂପ । ଏନେଇ ଆଜି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର- IMD । ବିଭାଗର ସୂଚନା ଅନୁସାରେ, ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

Advertisment
Cyclone Special Story
Advertisment
Advertisment